ଉକ୍ତ ପ୍ରତିଯୋଗିତାରେ ନିମ୍ନ ସର୍ତ୍ତାବଳୀ କାର୍ଯ୍ୟକାରୀ ହେବ ।
- କେବଳ ଜୀବନ ସମ୍ବନ୍ଧୀୟ କବିତା ଓ ଗଳ୍ପ ହିଁ ଗ୍ରହଣୀୟ ହେବ ।
- ଶୈଳୀ ଉପରେ କୌଣସି ପ୍ରତିବନ୍ଧକ ନାହିଁ ।
- କାହାଣୀ/କବିତା ପ୍ରତିଯୋଗିତା ଲିଙ୍କ୍ ମାଧ୍ୟମରେ ହିଁ ଦାଖଲ କରିବାକୁ ହେବ ।
- କବିତାଟି (୧୦୦ ଶବ୍ଦ) ଓ କାହାଣୀ (୨୦୦ ଶବ୍ଦ)ରୁ ଅଧିକ ହୋଇଥିବ ।
- ପ୍ରତିଯୋଗିତାରେ ନିଜର ମୌଳିକ କାହାଣୀ ଓ କବିତା ଦାଖଲ କରିବା ଗ୍ରହଣୀୟ ହେବ ।
- କାହାଣୀ/କବିତା ଦାଖଲ କରିବାର ସଂଖ୍ୟା ଉପରେ କୌଣସି ସୀମା ନାହିଁ ।
- ମଞ୍ଚରେ ପୂର୍ବରୁ ଉପଲବ୍ଧ କାହାଣୀ ଓ କବିତା ଆଦିକୁ ପୁନଃଦାଖଲ କରିବା ଗ୍ରହଣୀୟ ହେବ ନାହିଁ ।
- ବିଚାରକ ମଣ୍ଡଳୀଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ନିର୍ଣ୍ଣୟ ହିଁ ଅନ୍ତିମ ଓ ବାଧ୍ୟତାମୂଳକ ନିର୍ଣ୍ଣୟ ଅଟେ ।
- ପ୍ରବନ୍ଧ/ରଚନା ଆଦି ଦାଖଲ କରିବା ଗ୍ରହଣୀୟ ହେବ ନାହିଁ।