Deepak Sarangi
Literary Colonel
82
Posts
266
Followers
4
Following
ମୁଁ ଦୀପକ ଷଡଙ୍ଗୀ । ପିତା : ଶ୍ରୀ ଧୀରେନ୍ଦ୍ର ନାଥ ଷଡଙ୍ଗୀ, ମାତା : ଶ୍ରୀମତୀ ଗୀତାଞ୍ଜଳି ଷଡଙ୍ଗୀ, ଜନ୍ମ:୨୫ଡିସେମ୍ବର୧୯୮୪, ବାସସ୍ଥାନ: କଟକ, ଶିକ୍ଷାଗତ ଯୋଗ୍ୟତା: ଔଷଧ ବିଜ୍ଞାନରେ ସ୍ନାତକୋତ୍ତର(M.Pharmacy) । ବର୍ତମାନ ମୁଁ ଓଡିଶାର ସ୍ଵନାମ ଧନ୍ୟ ଫାର୍ମାସୀ ମହାବିଦ୍ୟାଳୟ ବ୍ରହ୍ମପୁର ର ରୋଲାଣ୍ଡ୍ ଫାର୍ମାସୀ କଲେଜ୍ ରେ ସହକାରୀ ଅଧ୍ୟାପକ ରୂପେ... Read more
ମୁଁ ଦୀପକ ଷଡଙ୍ଗୀ । ପିତା : ଶ୍ରୀ ଧୀରେନ୍ଦ୍ର ନାଥ ଷଡଙ୍ଗୀ, ମାତା : ଶ୍ରୀମତୀ ଗୀତାଞ୍ଜଳି ଷଡଙ୍ଗୀ, ଜନ୍ମ:୨୫ଡିସେମ୍ବର୧୯୮୪, ବାସସ୍ଥାନ: କଟକ, ଶିକ୍ଷାଗତ ଯୋଗ୍ୟତା: ଔଷଧ ବିଜ୍ଞାନରେ ସ୍ନାତକୋତ୍ତର(M.Pharmacy) । ବର୍ତମାନ ମୁଁ ଓଡିଶାର ସ୍ଵନାମ ଧନ୍ୟ ଫାର୍ମାସୀ ମହାବିଦ୍ୟାଳୟ ବ୍ରହ୍ମପୁର ର ରୋଲାଣ୍ଡ୍ ଫାର୍ମାସୀ କଲେଜ୍ ରେ ସହକାରୀ ଅଧ୍ୟାପକ ରୂପେ କାର୍ଯ୍ୟରତ । ଲେଖାଲେଖିର ଆଗ୍ରହ ଆରମ୍ଭ ହୋଇଥିଲା ୨୦୦୨ ମସିହାରୁ ମୁଁ ଉତ୍କଳ ବିଶ୍ୱବିଦ୍ୟାଳୟ ରେ ସ୍ନାତକ ପଢୁଥିବା ସମୟରୁ । ବିଭାଗ ତରଫରୁ ବହରୁଥିବା ବାର୍ଷିକ ପତ୍ରିକାରେ ମୋର ଲେଖା ପ୍ରକାଶିତ ହେଉଥିଲା । ସେବେ ଠାରୁ ଲେଖି ଚାଲିଛି । କିଛି ଲେଖା ଦୈନିକ ଖବରକାଗଜ ଯେପରି ସମାଜ ଓ ସମ୍ବାଦରେ ମଧ୍ୟ ବାହାରିଛି । ଓଡିଶାର ପ୍ରଥମ ଇ-ପତ୍ରିକା ଆହ୍ଵାନ ଏବଂ ବେଦାନ୍ତୀ ରେ ମୋର ଲେଖା ପ୍ରାୟତଃ ପ୍ରକାଶିତ ହୋଇଥାଏ । ଲେଖାଲେଖି ବ୍ୟତୀତ ମୁଁ ଜଣେ ସଙ୍ଗୀତକାର(ଗୀଟାରିଷ୍ଟ୍) ମଧ୍ୟ । ମୋର ନିଜସ୍ଵ ଏକ ୟୁ ଟିଉବ୍(You Tube) ଚ୍ୟାନେଲ୍ ମଧ୍ୟ ଅଛି । ଯେଉଁଥିରେ ମୋର ୧୦୦ ରୁ ଉର୍ଦ୍ଧ ହିନ୍ଦୀ,ଓଡିଆ,ବେଙ୍ଗଲୀ ଆଦି ସିନେମା ଏବଂ ଆଲବମ୍ ର Guitar Instrumental ରହିଛି । ଯାହାର ଲିଙ୍କ୍ ମୁଁ ଏଠାରେ ଦେଉଛି https://www.youtube.com/user/sarangidipu/videos?view_as=subscriber
ଷ୍ଟୋରୀମିରର୍ ମୋ ଭଳି ଅନାମଧ୍ୟେୟ ପ୍ରତିଭା ମାନଙ୍କୁ ସେମାନଙ୍କର ଲେଖାକୁ ବିଶ୍ଵ ଦରବାରରେ ପହଞ୍ଚାଇ ଥିବାରୁ , ମୁଁ ଷ୍ଟୋରୀମିରର୍ ର ସମ୍ପାଦକ/admin ଙ୍କ ପାଖେ ଚିର କୃତଜ୍ଞ । ଈଶ୍ବରଙ୍କ ପାଖେ ଏତିକି କାମନା ଯେ ଷ୍ଟୋରୀମିରର୍ ଏହି ପରି ନୂତନ ପ୍ରତିଭା ମାନଙ୍କୁ ଖୋଜି ଆଣି ଓଡିଆ ସାହିତ୍ୟକୁ ଏକ ନୂତନ ଦିଗ୍ ଦର୍ଶନ ଦେଉ ଏବଂ ଆଗାମୀ ଦିନରେ ଏହାର ଉତ୍ତୋରତ୍ତର ଉନ୍ନତି ସାଧନ ହେଉ ।
ଜୟ ଜଗନ୍ନାଥ !!!
Read less
Share with friends