ସେ ! ସେ ଏକ ବିରାଟ ପ୍ରଶ୍ନବାଚୀ । ଛେପ ମୁଁ ସେ ତାହା ହେଲେ ହଁ! ଶୋଷଣ ଓ ଚକ୍ରାନ୍ତର ମୁକ ସାକ୍ଷୀ ହେବା ଯଦି ବଂଚିବା ଅନ୍ୟାୟ ଦୁର୍ଘଟଣା କେମିତି ବନ୍ଚନ୍ତି! କାହାକୁ ବା ପଚାରିବ! ଯଦି ଦୁଇ ବଖତ ଖାଇ ଦୁଇ ମୁନ୍ଦା ପିଇ ପଡି ରହିବାଟା ବଂଚିବା ତା ହେଲେ ହଁ! କୋଣାର୍କର ଭଗ୍ନ ମୁଖଶାଳା ପରି ସବୁ ଘଟଣା

Oriya ସେ ବନ୍ଚିଛି!କେଜାଣି! ଭୁଲି ଗଲାଣି ସେ Audios