RAJANIKANT CHOUDHURY
Abstract Inspirational
କିଏ କହିବ କିଏ ଶୁଣିବ
ଜୀବନଟା ଏକ ନଈ,
କିଏ ଦେଖିଛି କିଏ ଜାଣିଛି
ଦିନେ ଶୁଖିଯିବ ଭାଇ।।
କିଏ ଆସିବ କିଏ ରହିବ
କେହିତ ଜାଣନ୍ତି ନାହିଁ,
କିଏ ରଖିବ କିଏ ମାରିବ
ସବୁତ ତାଙ୍କରି ପାଇଁ।।
କିଏ ରଖିଛି କିଏ ଛାଡିଚି
ମାନବିକତା କୁ ଆଜି,
କିଏ ସୋଇଛି କିଏ ଚେଇଁଚି
ଦଇବ ଯାଉଛି ଖୋଜି।।
(ତୃଷ୍ନା) ...
**ଶୁନ୍ୟ ମନ...
(ପାପୀ) ରଜ...
**ଅହଙ୍କାର*...
**ମନର କୋହ** ...
*କୈବଲ୍ୟ* ...
**ପାପ ଆତ୍ମ...
**ଶ୍ରୀମୁଖ...
*ବ୍ୟଭିଚାର* ର...
ବ୍ରହ୍ମ ତୁମ...
ଯେତେ ବିଲ ଥାଉ ଗୋହିରୀ ବିଲର ସମକ୍ଷକ କେହି ନାହିଁ ଲକ୍ଷେ ତାର ଥିଲେ ଆକାଶ ମାର୍ଗରେ ଚନ୍ଦ୍ ଯେତେ ବିଲ ଥାଉ ଗୋହିରୀ ବିଲର ସମକ୍ଷକ କେହି ନାହିଁ ଲକ୍ଷେ ତାର ଥିଲେ ଆକାଶ ମାର୍ଗର...
ବରଷା ବଉଦ ସଜ ବରଷା ବଉଦ ସଜ
ଚାକିରୀ ଚାକିରୀ
ଆସ ପ୍ରାଣ ମିତ, ତୁମ ପାଇଁ ଗୀତ ଲେଖିକି ଚାହିଁଛି ଅନାଇ ଆସ ପ୍ରାଣ ମିତ, ତୁମ ପାଇଁ ଗୀତ ଲେଖିକି ଚାହିଁଛି ଅନାଇ
ଅବିସ୍ମରଣୀୟ ' ମୋ ଗାଁ ' ଅବିସ୍ମରଣୀୟ ' ମୋ ଗାଁ '
କାତ୍ୟାୟନୀ କାତ୍ୟାୟନୀ
ଖାଇବାକୁ ଗଣ୍ଡେ ଦେବାକୁ ମୋ ମାଆ ପର ଘରେ କାମ କଲା ଘର ଲିପା ପୋଛା ବାସନ ମଜାରେ ମାଆ ହାତେ ଘାଆ ହେଲା ... ଖାଇବାକୁ ଗଣ୍ଡେ ଦେବାକୁ ମୋ ମାଆ ପର ଘରେ କାମ କଲା ଘର ଲିପା ପୋଛା ବାସନ ମଜାରେ ...
ସାଧକ ଭକତ ହେଲେ ଆନନ୍ଦିତ ଲଭି ତାଙ୍କ ଦରଶନ ଅତି ଯତନରେ ସେବାରେ ଲାଗିଲେ ପୁଲକିତ ତନୁ ମନ ସାଧକ ଭକତ ହେଲେ ଆନନ୍ଦିତ ଲଭି ତାଙ୍କ ଦରଶନ ଅତି ଯତନରେ ସେବାରେ ଲାଗିଲେ ପୁଲକିତ ...
ମା ଗୋ ମା ମା ଗୋ ମା
ମାତୃକୃପା ବଳେ ଏ ଦୁଃଖ ସଂସାରେ ସାଧକ ନିର୍ଲିପ୍ତ ରହି ସକଳ ସୁଖକୁ ଭୋଗ କରି ସାରି ମୋକ୍ଷ ପ୍ରାପ ମାତୃକୃପା ବଳେ ଏ ଦୁଃଖ ସଂସାରେ ସାଧକ ନିର୍ଲିପ୍ତ ରହି ସକଳ ସୁଖକୁ ଭୋଗ କରି ସାରି ...
ନାରୀ ଜପ ତପ ସାଧନାର ମାର୍ଗେ ପାଇଥାଏ ମହାଶକ୍ତି। ଧର୍ଯ୍ୟ ଶକ୍ତି ବଳ ନାରୀ ଜପ ତପ ସାଧନାର ମାର୍ଗେ ପାଇଥାଏ ମହାଶକ୍ତି। ଧର୍ଯ୍ୟ ଶକ୍ତି ବଳ
ଅଜ୍ଞାନ କାଳିମା ହୃଦୟର ସୀମା ଲଙ୍ଘି ବାହାରକୁ ଆସଇ ଯଦି ଜ୍ଞାନର ଆଲୋକ କିପରି ଜଳିବ କୁହ ଯେ ଲଭିଛ ଜ୍ଞାନରେ ସ... ଅଜ୍ଞାନ କାଳିମା ହୃଦୟର ସୀମା ଲଙ୍ଘି ବାହାରକୁ ଆସଇ ଯଦି ଜ୍ଞାନର ଆଲୋକ କିପରି ଜଳିବ କ...
ହଳଦିଆ ରଙ୍ଗେ ଖେଳିବା ହୋଲି ହଳଦିଆ ରଙ୍ଗେ ଖେଳିବା ହୋଲି
ଲୀଳାମୟ କାହ୍ନା ଲୀଳାମୟ କାହ୍ନା
ଧନ୍ୟ ତୁମେ କବି କଲମ ମୁନରେ ଆଣି ପାର ତୁମେ କ୍ରାନ୍ତି, ପଦରେ ପଦରେ ନିଆସି ମନରେ ଭରି ପାର ପୁଣି ଶାନ ଧନ୍ୟ ତୁମେ କବି କଲମ ମୁନରେ ଆଣି ପାର ତୁମେ କ୍ରାନ୍ତି, ପଦରେ ପଦରେ ନିଆସି ମନରେ ଭରି ପାର ପ...
ହଟିଯାଉ ସବୁ ସଂସାରୁ କଳୁଷ ଅଜ୍ଞାନତା ପାଉ ଲୋପ ।। ହଟିଯାଉ ସବୁ ସଂସାରୁ କଳୁଷ ଅଜ୍ଞାନତା ପାଉ ଲୋପ ।।
ସତ୍ୟ ବଚନ ସତ୍ୟ ବଚନ
କବି କବି
ଟିକିଏ ଆଲୁଅ ଦେଖିବ ଆଶାରେ କେଵେ ଅନ୍ଧାର ରେ ଜଲିଛ ତମେ ଟିକିଏ ଆଲୁଅ ଦେଖିବ ଆଶାରେ କେଵେ ଅନ୍ଧାର ରେ ଜଲିଛ ତମେ
ଓଡିଶାର ତିରିଶି ଜିଲ୍ଲାକୁ ନେଇ କବିତାଟିଏ ଓଡିଶାର ତିରିଶି ଜିଲ୍ଲାକୁ ନେଇ କବିତାଟିଏ