Sabita Nayak
Inspirational
ମାଆ ତୁ ଦେଇଛୁ ଦୁନିଆରେ ମୋ ପରିଚୟ
ସହିଛୁ କେତେ ଯାତନା ବସୁଧା ସମ।
ତୁ ନାଦ ତୁ ବ୍ରହ୍ମ ତୁ ମହାମନ୍ତର
ତୋରି ଭିତରେ ମାଆ ସାରା ବ୍ରହ୍ମାଣ୍ଡ।
ତୋ ଆଖିରେ କେବେ ବି ଦେବିନି ଦୁଃଖ
ତୋ ଆଦର୍ଶେ ଚାଲି ରଖିବି ତୋ ପଣତଟେକ।
ଶବ୍ଦର ଶତାବ୍ଦୀ
ବିଶ୍ଵାସ
ତୁମେ କେବଳ ମୋର
ଅବିଚାର ବନ୍ଦ କ...
ଝଡ
ଫଟୋଟିଏ ହେବା ପ...
ମାଟି
ବୁଦ୍ଧଂ ଶରଣଂ ଗ...
ଏମିତି ଜୀବନକୁ ...
ରାଧାଲୋ କାହିଁକ...
ପାର୍ବଣେ ଦେବୀତ୍ୱର ମହ ମହ ଚୁଆ ଚନ୍ଦନ ବାସ୍ନା ମା'ର ମୃଣ୍ମୟୀ ତଳେ ପ୍ରସମିତ ତା' ପଶୁତ୍ୱର ତୃଷ୍ଣା ପାର୍ବଣେ ଦେବୀତ୍ୱର ମହ ମହ ଚୁଆ ଚନ୍ଦନ ବାସ୍ନା ମା'ର ମୃଣ୍ମୟୀ ତଳେ ପ୍ରସମିତ ତା' ପଶୁତ୍ୱର ...
ରକତ ଟଳ ମଳକୁ ଖଇର ପାଞ୍ଚ ପଳ l ସାଧବ ଆଣିଛି କେଉଁ ଦେଶରୁ ଏ ଫଳ ll ରକତ ଟଳ ମଳକୁ ଖଇର ପାଞ୍ଚ ପଳ l ସାଧବ ଆଣିଛି କେଉଁ ଦେଶରୁ ଏ ଫଳ ll
ଫିରୀଙ୍ଗୀ ଫଉଜ ଗରଜି ଉଠିଲା ପାରିକର ନଦୀ ଆରେ ତୁରନ୍ତ l ସେ କି ଜାଣିଥିଲା ତୁଠରେ ପ୍ରହରୀ କଳିଙ୍ଗ ବୀର ସେ... ଫିରୀଙ୍ଗୀ ଫଉଜ ଗରଜି ଉଠିଲା ପାରିକର ନଦୀ ଆରେ ତୁରନ୍ତ l ସେ କି ଜାଣିଥିଲା ତୁଠରେ ପ୍ରହ...
ଏ ମାସେ ଭଞ୍ଜନ ହେଲା ଯାମଳ ଅର୍ଜୁନ l କୁବେର ପୁତ୍ରେ ତାରିଲେ ପତିତପାବନ ll ଏ ମାସେ ଭଞ୍ଜନ ହେଲା ଯାମଳ ଅର୍ଜୁନ l କୁବେର ପୁତ୍ରେ ତାରିଲେ ପତିତପାବନ ll
ମୋର ଠାରୁ ସାନ ଦୁଇ ପିଲା ଯାକ ଉଠେଇ ଦେଲେ ମୋତେ ଭାଲୁ ଚାଲିଗଲା ବାଟରେ ଭାଇହେ ମୋର ଠାରୁ ସାନ ଦୁଇ ପିଲା ଯାକ ଉଠେଇ ଦେଲେ ମୋତେ ଭାଲୁ ଚାଲିଗଲା ବ...
କିଛି ଲୋଡା ନାହିଁ ତୋର ନିର୍ମଳ ହୃଦୟ ବୁଲି ବୁଲି ଖୋଜୁ ଥାଉ ପାଗଳ ପରାୟ କିଛି ଲୋଡା ନାହିଁ ତୋର ନିର୍ମଳ ହୃଦୟ ବୁଲି ବୁଲି ଖୋଜୁ ଥାଉ ପାଗଳ ପରାୟ
ସମର୍ପିତା ସୌଭାଗିନି ସମର୍ପିତା ସୌଭାଗିନି
ଆମ ଗାଁ ଟୋକା ରତନା ଲାଞ୍ଚ ଦେଇ ମାଷ୍ଟର ଚାକେରୀ କରିଛି ଗାଁରେ ତା'ଭାଉ ବଢ଼ିଛି ଆମ ଗାଁ ଟୋକା ରତନା ଲାଞ୍ଚ ଦେଇ ମାଷ୍ଟର ଚାକେରୀ କରିଛି ଗାଁରେ ତା'ଭାଉ ବଢ଼ିଛି
କବିତା ଅମୃତ ବର୍ଷଣ କରିଣ ଢାଳିଦେଲ ଦେଶପ୍ରେମ । ପ୍ରକୃତି ମାତାର ଯୋଗ୍ୟତମ ସୁତ କବିତା ଅମୃତ ବର୍ଷଣ କରିଣ ଢାଳିଦେଲ ଦେଶପ୍ରେମ । ପ୍ରକୃତି ମାତାର ଯୋଗ୍ୟତମ ସୁତ
ମାଲୋ ତୁହି ମୁକ୍ତି ଦାୟୀ ଦୁର୍ଗା ନାମ ଧ୍ୟାୟି ମୁଁ ଜପ କରଇ ପୁଣି..... ମାଲୋ ତୁହି ମୁକ୍ତି ଦାୟୀ ଦୁର୍ଗା ନାମ ଧ୍ୟାୟି ମୁଁ ଜପ କରଇ ପୁଣି.....
ଏତିକି ପ୍ରାର୍ଥନା ମୋହର ଦିଅ ତୁ ଆଶିଷ ପୟରେ ପ୍ରଣତି ତୋହର ଏତିକି ପ୍ରାର୍ଥନା ମୋହର ଦିଅ ତୁ ଆଶିଷ ପୟରେ ପ୍ରଣତି ତୋହର
ବୃଷଭ ବାହନ ଅବା ଗଜାନନ ପୃଷ୍ଠେ ମାତା ଅବତରି ଶୋହେ ତବ କର ଡମ୍ବରୁ ତ୍ରିଶୂଳ ବୃଷଭ ବାହନ ଅବା ଗଜାନନ ପୃଷ୍ଠେ ମାତା ଅବତରି ଶୋହେ ତବ କର ଡମ୍ବରୁ ତ୍ରିଶ...
ମଣିବୁ ଆଜିଠୁ ଶ୍ୱଶୁରଙ୍କୁ ପିତା ଶାଶୁଙ୍କୁ ନିଜର ମାତା କଲେ ସୁକର୍ତ୍ତବ୍ୟ ଦୁହିତା ହୁଅଇ ଦୁଇ କୁଳ ପ ମଣିବୁ ଆଜିଠୁ ଶ୍ୱଶୁରଙ୍କୁ ପିତା ଶାଶୁଙ୍କୁ ନିଜର ମାତା କଲେ ସୁକର୍ତ୍ତବ୍ୟ ଦୁହିତା ହୁଅଇ...
ଗତ କଲ୍ୟାଣେ ଅବଦାନ ତାଙ୍କ ହେବନାହିଁ ଜମା ଶେଷ ।। ଗତ କଲ୍ୟାଣେ ଅବଦାନ ତାଙ୍କ ହେବନାହିଁ ଜମା ଶେଷ ।।
ସାରା ବସୁଧାକୁ ନିଜ କୁଟୁମ୍ବ ବିଚାରି। ସର୍ବେ ସନ୍ତୁ ସୁଖୀ ଭାବ ରହୁଟି ତୁମରି।। ସାରା ବସୁଧାକୁ ନିଜ କୁଟୁମ୍ବ ବିଚାରି। ସର୍ବେ ସନ୍ତୁ ସୁଖୀ ଭାବ ରହୁଟି ତୁମରି।।
ଆସ ଆସ ମାଆ ବିରାଜି ସଦନେ ସନ୍ତୋଷେ ଅଭୟ ଦିଅ ଆସ ଆସ ମାଆ ବିରାଜି ସଦନେ ସନ୍ତୋଷେ ଅଭୟ ଦିଅ
ଆକାଶ ଦର୍ପଣର ଜହ୍ନ ତାରା ଗହଳେ ରହିବାକୁ ଇଛା ତୁମର ବଳେ । ଆକାଶ ଦର୍ପଣର ଜହ୍ନ ତାରା ଗହଳେ ରହିବାକୁ ଇଛା ତୁମର ବଳେ ।
ମାନବିକତା ମାନବିକତା
ନାରୀ ତୁମେ ନାରାୟଣୀ ନାରୀ ତୁମେ ନାରାୟଣୀ
ପରମେଶ୍ବରଙ୍କ ପାଦେ ପରମେଶ୍ବରଙ୍କ ପାଦେ