Jyotsna Acharya
Abstract Fantasy Inspirational
ଖୁସିଟିଏ ସ୍ରୋତସ୍ବନୀ
ହୃଦୟ ବୀଣାରେ ଗାଉଥାଏ
ପ୍ରକୃତ୍ତୀର ପ୍ରାଣ ସ୍ପର୍ଶୀ
କ୍ରିୟା କଳାପକୁ ଦେଖି,
ମନକୁ ଭରିଦିଏ
ମାଧୂର୍ଯ୍ୟର
ମଧୂର ମନ୍ଦାକିନୀ
ଆଉ, ଅନୁଭୂତି
ଗୋଟାଇ ଆଣେ
ଶୀତ କାକାର କୁହୂଡିର
ପ୍ରଲେପ ନାଇ,
ପୁଣି ମୋତି,କାକାର-ବିନ୍ଦୁ
ହୃଦୟର ସ୍ବଛ୍ଛତାରେ
ଆଣିଦିଏ
ଆନନ୍ଦର ଲହରୀ।
ମୋ ଗାଁ
ରାମ ନବମୀ
ଜ୍ଞାନ ଚକ୍ଷୁ
ଦୋଳ ପୂର୍ଣ୍ଣମୀ
ପ୍ରଗତୀ
ଈଶ୍ବରଙ୍କ ଇସାର...
କବି କଲମ
ମହା ଶିବରାତ୍ରୀ
ବଂଶୀସ୍ବର
ବରଷା ବଉଦ ସଜ ବରଷା ବଉଦ ସଜ
ଅଭାଗିନୀ ଅଭାଗିନୀ
କିତ୍ କିତ୍ କିତ୍ କିତ୍
ପାର୍ବଣ ଶେଷରେ ପାର୍ବଣ ଶେଷରେ
ଅବିସ୍ମରଣୀୟ ' ମୋ ଗାଁ ' ଅବିସ୍ମରଣୀୟ ' ମୋ ଗାଁ '
କାତ୍ୟାୟନୀ କାତ୍ୟାୟନୀ
ସ୍କନ୍ଦମାତା ସ୍କନ୍ଦମାତା
ସାଧକ ଭକତ ହେଲେ ଆନନ୍ଦିତ ଲଭି ତାଙ୍କ ଦରଶନ ଅତି ଯତନରେ ସେବାରେ ଲାଗିଲେ ପୁଲକିତ ତନୁ ମନ ସାଧକ ଭକତ ହେଲେ ଆନନ୍ଦିତ ଲଭି ତାଙ୍କ ଦରଶନ ଅତି ଯତନରେ ସେବାରେ ଲାଗିଲେ ପୁଲକିତ ...
ମା ଗୋ ମା ମା ଗୋ ମା
ସଙ୍କଟ ମୋଚନୀ ମହିଶା ମର୍ଦ୍ଧିନି ପାପ ସଂହ।ରିନୀ ତୁଲୋ ଅନିଷ୍ଟ ନଶିନି ଦୁଷ୍ଟ ବିନଶିନି ଆସିଛି ଶରଦ କ ସଙ୍କଟ ମୋଚନୀ ମହିଶା ମର୍ଦ୍ଧିନି ପାପ ସଂହ।ରିନୀ ତୁଲୋ ଅନିଷ୍ଟ ନଶିନି ଦୁଷ୍ଟ ବିନଶିନି ...
ପବିତ୍ର ଭାରତ କୃଷ୍ଣ ରାମ ଭୂମି ଅଟେ ପରା ଏହୁ ସର୍ବୋତ୍ତମ ଭୂମି। ପବିତ୍ର ଭାରତ କୃଷ୍ଣ ରାମ ଭୂମି ଅଟେ ପରା ଏହୁ ସର୍ବୋତ୍ତମ ଭୂମି।
ଶିବଙ୍କ ବାରଣ ନମାନି ପିତାଙ୍କ ଯଜ୍ଞଶାଳାରେ ମିଳିଲେ ଅପମାନ ପାଇ ପିତାଙ୍କ ପାଖରୁ ଶିବଙ୍କ ବାରଣ ନମାନି ପିତାଙ୍କ ଯଜ୍ଞଶାଳାରେ ମିଳିଲେ ଅପମାନ ପାଇ ପିତାଙ୍କ ପାଖରୁ
ମାତୃକୃପା ବଳେ ଏ ଦୁଃଖ ସଂସାରେ ସାଧକ ନିର୍ଲିପ୍ତ ରହି ସକଳ ସୁଖକୁ ଭୋଗ କରି ସାରି ମୋକ୍ଷ ପ୍ରାପ ମାତୃକୃପା ବଳେ ଏ ଦୁଃଖ ସଂସାରେ ସାଧକ ନିର୍ଲିପ୍ତ ରହି ସକଳ ସୁଖକୁ ଭୋଗ କରି ସାରି ...
ନାରୀ ଜପ ତପ ସାଧନାର ମାର୍ଗେ ପାଇଥାଏ ମହାଶକ୍ତି। ଧର୍ଯ୍ୟ ଶକ୍ତି ବଳ ନାରୀ ଜପ ତପ ସାଧନାର ମାର୍ଗେ ପାଇଥାଏ ମହାଶକ୍ତି। ଧର୍ଯ୍ୟ ଶକ୍ତି ବଳ
ତୁମ ଦର୍ଶନ ତୁମ ବିଚାର ସଭିଏଁ କରନ୍ତୁ ତା'ର ଆଦର ତୁମ ଆଦର୍ଶରେ ସଭିଏଁ ହୁଅନ୍ତୁ ଅନୁପ୍ରାଣିତ ... ତୁମ ଦର୍ଶନ ତୁମ ବିଚାର ସଭିଏଁ କରନ୍ତୁ ତା'ର ଆଦର ତୁମ ଆଦର୍ଶରେ ସଭିଏଁ ...
ଅଜ୍ଞାନ କାଳିମା ହୃଦୟର ସୀମା ଲଙ୍ଘି ବାହାରକୁ ଆସଇ ଯଦି ଜ୍ଞାନର ଆଲୋକ କିପରି ଜଳିବ କୁହ ଯେ ଲଭିଛ ଜ୍ଞାନରେ ସ... ଅଜ୍ଞାନ କାଳିମା ହୃଦୟର ସୀମା ଲଙ୍ଘି ବାହାରକୁ ଆସଇ ଯଦି ଜ୍ଞାନର ଆଲୋକ କିପରି ଜଳିବ କ...
ହଳଦିଆ ରଙ୍ଗେ ଖେଳିବା ହୋଲି ହଳଦିଆ ରଙ୍ଗେ ଖେଳିବା ହୋଲି
ମନେ ପଡେ କର୍ମପଥେ ମନେ ପଡେ କର୍ମପଥେ
ପୁତ୍ରର ବିଳାପ ପୁତ୍ରର ବିଳାପ
କବି କବି