Anirudha Kund
Abstract
ସୁଖା ଠକ୍ ଠକ୍ ଠାକେଇ
ଆମ ଗାଁର ନଈ
ଫୁଲେଇ ହେଲାଣି ଆଷାଢ଼
ବରଷାକୁ ପାଇ
ଟିକିଏ ମାଁଉସ ଲାଗିଲା
ଠାକରା ଗାଲରେ
ଧସେଇ ପଶିଲା ଓଲେଇ
ବିଲବାଡ଼ି ଘରେ
ଗରବେ ଯାଇଛି ପୁରୁଣା
ଦିନକୁ ସେ ଭୁଲି
ବରଷା ବାହୁଡିଲେ ସୁଖା
ପଡିବ ଲୋ ବାଲି
ଗରବ ରହିନି କାହାରି
ଗରବ ନକର
ଜଗା ଶରଣେ ଯା ତରିବୁ
ଭବ ପାରାବର
ତୁମେ ହିଁ ଅନନ୍...
ଜୟ ଜଗନ୍ନାଥ ଜପ
ସେବା ଅଧିକାର ଦ...
ଏତିକି ମୋ ନିବେ...
କଳାକାହ୍ନୁ ମୋର
ଫାଟି ପଡୁଛି ମୋ...
କେବେ ଉଠିବେ ବେ...
ପରମାନନ୍ଦେ ମୁଁ...
ନୀଳାଦ୍ରି ବିହା...
କରିନିଅ ଆପଣାର
ଯେତେ ବିଲ ଥାଉ ଗୋହିରୀ ବିଲର ସମକ୍ଷକ କେହି ନାହିଁ ଲକ୍ଷେ ତାର ଥିଲେ ଆକାଶ ମାର୍ଗରେ ଚନ୍ଦ୍ ଯେତେ ବିଲ ଥାଉ ଗୋହିରୀ ବିଲର ସମକ୍ଷକ କେହି ନାହିଁ ଲକ୍ଷେ ତାର ଥିଲେ ଆକାଶ ମାର୍ଗର...
ବରଷା ବଉଦ ସଜ ବରଷା ବଉଦ ସଜ
ଚାକିରୀ ଚାକିରୀ
ଆସ ପ୍ରାଣ ମିତ, ତୁମ ପାଇଁ ଗୀତ ଲେଖିକି ଚାହିଁଛି ଅନାଇ ଆସ ପ୍ରାଣ ମିତ, ତୁମ ପାଇଁ ଗୀତ ଲେଖିକି ଚାହିଁଛି ଅନାଇ
ଅବିସ୍ମରଣୀୟ ' ମୋ ଗାଁ ' ଅବିସ୍ମରଣୀୟ ' ମୋ ଗାଁ '
କାତ୍ୟାୟନୀ କାତ୍ୟାୟନୀ
ସ୍କନ୍ଦମାତା ସ୍କନ୍ଦମାତା
ସାଧକ ଭକତ ହେଲେ ଆନନ୍ଦିତ ଲଭି ତାଙ୍କ ଦରଶନ ଅତି ଯତନରେ ସେବାରେ ଲାଗିଲେ ପୁଲକିତ ତନୁ ମନ ସାଧକ ଭକତ ହେଲେ ଆନନ୍ଦିତ ଲଭି ତାଙ୍କ ଦରଶନ ଅତି ଯତନରେ ସେବାରେ ଲାଗିଲେ ପୁଲକିତ ...
ମା ଗୋ ମା ମା ଗୋ ମା
ପବିତ୍ର ଭାରତ କୃଷ୍ଣ ରାମ ଭୂମି ଅଟେ ପରା ଏହୁ ସର୍ବୋତ୍ତମ ଭୂମି। ପବିତ୍ର ଭାରତ କୃଷ୍ଣ ରାମ ଭୂମି ଅଟେ ପରା ଏହୁ ସର୍ବୋତ୍ତମ ଭୂମି।
ମାତୃକୃପା ବଳେ ଏ ଦୁଃଖ ସଂସାରେ ସାଧକ ନିର୍ଲିପ୍ତ ରହି ସକଳ ସୁଖକୁ ଭୋଗ କରି ସାରି ମୋକ୍ଷ ପ୍ରାପ ମାତୃକୃପା ବଳେ ଏ ଦୁଃଖ ସଂସାରେ ସାଧକ ନିର୍ଲିପ୍ତ ରହି ସକଳ ସୁଖକୁ ଭୋଗ କରି ସାରି ...
ନାରୀ ଜପ ତପ ସାଧନାର ମାର୍ଗେ ପାଇଥାଏ ମହାଶକ୍ତି। ଧର୍ଯ୍ୟ ଶକ୍ତି ବଳ ନାରୀ ଜପ ତପ ସାଧନାର ମାର୍ଗେ ପାଇଥାଏ ମହାଶକ୍ତି। ଧର୍ଯ୍ୟ ଶକ୍ତି ବଳ
ତୁମ ଦର୍ଶନ ତୁମ ବିଚାର ସଭିଏଁ କରନ୍ତୁ ତା'ର ଆଦର ତୁମ ଆଦର୍ଶରେ ସଭିଏଁ ହୁଅନ୍ତୁ ଅନୁପ୍ରାଣିତ ... ତୁମ ଦର୍ଶନ ତୁମ ବିଚାର ସଭିଏଁ କରନ୍ତୁ ତା'ର ଆଦର ତୁମ ଆଦର୍ଶରେ ସଭିଏଁ ...
ଈର୍ଷା ଈର୍ଷା
ହଳଦିଆ ରଙ୍ଗେ ଖେଳିବା ହୋଲି ହଳଦିଆ ରଙ୍ଗେ ଖେଳିବା ହୋଲି
ମନେ ପଡେ କର୍ମପଥେ ମନେ ପଡେ କର୍ମପଥେ
ଲୀଳାମୟ କାହ୍ନା ଲୀଳାମୟ କାହ୍ନା
ସ୍ଵାଗତ ନବ ସକାଳର ସ୍ଵାଗତ ନବ ସକାଳର
କବି କବି
ଓଡିଶାର ତିରିଶି ଜିଲ୍ଲାକୁ ନେଇ କବିତାଟିଏ ଓଡିଶାର ତିରିଶି ଜିଲ୍ଲାକୁ ନେଇ କବିତାଟିଏ