Basanta Pradhan
Abstract Children Stories
ଶରୀରର ଭାର କରଇ ବହନ
ଆମର ଏ ଦୁଇ ପାଦ ,
ଦୁୁନିିଆଁ ବାଟରେ ନିତି ଚାଲୁୁଥାଏ
ଲଭି ଖେଦ ଅବସାଦ ।
କାଳ ରୂପୀ ନକ୍ର କରେ କବଳିତ
ପ୍ରଥମେ ପାଦ ବାରଣ ,
ହରାଇଣ ସେହି ଶକ୍ତି ସାମର୍ଥ୍ୟ
ସ୍ଥାଣୁତ୍ୱ ଲଭେ ଜୀବନ ।
ପରମ ପୁରୁଷ ପଦାରବିନ୍ଦରେ
ଲଗାଇ ପାରିଲେ ଲୟ ,
ମାନବ ଜୀବନ ହୁଅଇ କାରଣ
ତୁୁଟି ଯାଏ ଭଵ ଭୟ ।
ଦେହ*****
ଲୁହ*****
ଥୁଣ୍ଟାଗଛ
ମରୁଭୂମି
ଶୁଖିଲା ପତ୍ର
ପାଦ
ସଫଳତା
ନୀରବ ଝଡ
ସ୍ମୃତି****
ଲଣ୍ଠନ
ଯେତେ ବିଲ ଥାଉ ଗୋହିରୀ ବିଲର ସମକ୍ଷକ କେହି ନାହିଁ ଲକ୍ଷେ ତାର ଥିଲେ ଆକାଶ ମାର୍ଗରେ ଚନ୍ଦ୍ ଯେତେ ବିଲ ଥାଉ ଗୋହିରୀ ବିଲର ସମକ୍ଷକ କେହି ନାହିଁ ଲକ୍ଷେ ତାର ଥିଲେ ଆକାଶ ମାର୍ଗର...
ବରଷା ବଉଦ ସଜ ବରଷା ବଉଦ ସଜ
ଅଭାଗିନୀ ଅଭାଗିନୀ
କିତ୍ କିତ୍ କିତ୍ କିତ୍
ପାର୍ବଣ ଶେଷରେ ପାର୍ବଣ ଶେଷରେ
କିଏ ଜଣେ କହି ଦେଇଗଲା ତୁମେ ପରା ସବୁ ହୃଦୟରେ ମୁଁ ନିରେଖି ଦେଖିଲି ମୋ ମନ ଭିତରକୁ ବହୁ ବେଳ ଯାଏଁ ସେ କିଏ ଜଣେ କହି ଦେଇଗଲା ତୁମେ ପରା ସବୁ ହୃଦୟରେ ମୁଁ ନିରେଖି ଦେଖିଲି ମୋ ମନ ଭିତରକୁ ବହୁ ବେଳ...
ଅବିସ୍ମରଣୀୟ ' ମୋ ଗାଁ ' ଅବିସ୍ମରଣୀୟ ' ମୋ ଗାଁ '
କାତ୍ୟାୟନୀ କାତ୍ୟାୟନୀ
ବିଜୟା ଦଶମୀ ବିଜୟା ଦଶମୀ
ସଙ୍କଟ ମୋଚନୀ ମହିଶା ମର୍ଦ୍ଧିନି ପାପ ସଂହ।ରିନୀ ତୁଲୋ ଅନିଷ୍ଟ ନଶିନି ଦୁଷ୍ଟ ବିନଶିନି ଆସିଛି ଶରଦ କ ସଙ୍କଟ ମୋଚନୀ ମହିଶା ମର୍ଦ୍ଧିନି ପାପ ସଂହ।ରିନୀ ତୁଲୋ ଅନିଷ୍ଟ ନଶିନି ଦୁଷ୍ଟ ବିନଶିନି ...
ପବିତ୍ର ଭାରତ କୃଷ୍ଣ ରାମ ଭୂମି ଅଟେ ପରା ଏହୁ ସର୍ବୋତ୍ତମ ଭୂମି। ପବିତ୍ର ଭାରତ କୃଷ୍ଣ ରାମ ଭୂମି ଅଟେ ପରା ଏହୁ ସର୍ବୋତ୍ତମ ଭୂମି।
ଶିବଙ୍କ ବାରଣ ନମାନି ପିତାଙ୍କ ଯଜ୍ଞଶାଳାରେ ମିଳିଲେ ଅପମାନ ପାଇ ପିତାଙ୍କ ପାଖରୁ ଶିବଙ୍କ ବାରଣ ନମାନି ପିତାଙ୍କ ଯଜ୍ଞଶାଳାରେ ମିଳିଲେ ଅପମାନ ପାଇ ପିତାଙ୍କ ପାଖରୁ
ମାତୃକୃପା ବଳେ ଏ ଦୁଃଖ ସଂସାରେ ସାଧକ ନିର୍ଲିପ୍ତ ରହି ସକଳ ସୁଖକୁ ଭୋଗ କରି ସାରି ମୋକ୍ଷ ପ୍ରାପ ମାତୃକୃପା ବଳେ ଏ ଦୁଃଖ ସଂସାରେ ସାଧକ ନିର୍ଲିପ୍ତ ରହି ସକଳ ସୁଖକୁ ଭୋଗ କରି ସାରି ...
ତୁମ ଦର୍ଶନ ତୁମ ବିଚାର ସଭିଏଁ କରନ୍ତୁ ତା'ର ଆଦର ତୁମ ଆଦର୍ଶରେ ସଭିଏଁ ହୁଅନ୍ତୁ ଅନୁପ୍ରାଣିତ ... ତୁମ ଦର୍ଶନ ତୁମ ବିଚାର ସଭିଏଁ କରନ୍ତୁ ତା'ର ଆଦର ତୁମ ଆଦର୍ଶରେ ସଭିଏଁ ...
ଅଜ୍ଞାନ କାଳିମା ହୃଦୟର ସୀମା ଲଙ୍ଘି ବାହାରକୁ ଆସଇ ଯଦି ଜ୍ଞାନର ଆଲୋକ କିପରି ଜଳିବ କୁହ ଯେ ଲଭିଛ ଜ୍ଞାନରେ ସ... ଅଜ୍ଞାନ କାଳିମା ହୃଦୟର ସୀମା ଲଙ୍ଘି ବାହାରକୁ ଆସଇ ଯଦି ଜ୍ଞାନର ଆଲୋକ କିପରି ଜଳିବ କ...
ମନେ ପଡେ କର୍ମପଥେ ମନେ ପଡେ କର୍ମପଥେ
ସତ୍ୟ ବଚନ ସତ୍ୟ ବଚନ
କବି କବି
ଟିକିଏ ଆଲୁଅ ଦେଖିବ ଆଶାରେ କେଵେ ଅନ୍ଧାର ରେ ଜଲିଛ ତମେ ଟିକିଏ ଆଲୁଅ ଦେଖିବ ଆଶାରେ କେଵେ ଅନ୍ଧାର ରେ ଜଲିଛ ତମେ
ଓଡିଶାର ତିରିଶି ଜିଲ୍ଲାକୁ ନେଇ କବିତାଟିଏ ଓଡିଶାର ତିରିଶି ଜିଲ୍ଲାକୁ ନେଇ କବିତାଟିଏ