Minata Barad
Abstract Others
ମୁଁ ତ ସ୍ୱପ୍ନ ସହରର ମଣିଷ
ଏମିତି ହିଁ ଠିକ୍ ଥିଲି।
କେଜାଣି ସେ ଦିନ
ତୋ ପାଦ ଶବ୍ଦରେ
କାହିଁକି ଉଠି ପଡିଲି?
ଏବେ ସ୍ୱପ୍ନ ତ ବହୁତ ଦୂର
ଆଉ ନିଦର ବି ଦେଖା ନାହିଁ।
ନିଦାଘ ନୀରବତାର
ଝାଂଜି ଭିତରେ ବୁଡି ଯାଇ
ମୋ ସ୍ୱପ୍ନର ଠିକଣା ଖୋଜୁଛି।
ସ୍ପର୍ଶ ନକରିବା...
ସ୍ୱପ୍ନ ସହରର ମ...
ମୁଁ ଅବୁଝା ପାଗ...
କେବେ ବଦଳି ଦେଖ...
ସବୁ ତ’ ତୁମର
ମୋ ପ୍ରେମର ପାର...
ତୁମେ ଆସିବ ନା’
ତତେ କେବେ ଇଚ୍ଛ...
ବାପା, ମୋ ମା’ ...
ତୁ କ’ଣ ଜାଣୁ? ...
ମନ ଚେତନା ଓ ଶରୀର ପାଇଁକି ଉତ୍କୃଷ୍ଟ ଶିକ୍ଷାର ମନ୍ଦିର ଥିଲା ଜୀବନର ଲକ୍ଷ୍ୟ ସାଧନ କ୍ଷେତ୍ରରେ ପଥ ପ୍ରଦର୍ଶନ... ମନ ଚେତନା ଓ ଶରୀର ପାଇଁକି ଉତ୍କୃଷ୍ଟ ଶିକ୍ଷାର ମନ୍ଦିର ଥିଲା ଜୀବନର ଲକ୍ଷ୍ୟ ସାଧନ କ୍ଷେ...
ଆଗକୁ ଆଗକୁ ଚାଲିଛି ଏ ଜୀବନ ନୌକାରେ ମାନବ ହୋଇଛି, କିନ୍ତୁ ଚାଲେ ବିପରୀତ ଦିଶାରେ |୭| ତୁଟି ଯିବ ମୋହ କାୟା... ଆଗକୁ ଆଗକୁ ଚାଲିଛି ଏ ଜୀବନ ନୌକାରେ ମାନବ ହୋଇଛି, କିନ୍ତୁ ଚାଲେ ବିପରୀତ ଦିଶାରେ |୭| ...
ଅବିସ୍ମରଣୀୟ ' ମୋ ଗାଁ ' ଅବିସ୍ମରଣୀୟ ' ମୋ ଗାଁ '
କାତ୍ୟାୟନୀ କାତ୍ୟାୟନୀ
ସ୍କନ୍ଦମାତା ସ୍କନ୍ଦମାତା
ସାଧକ ଭକତ ହେଲେ ଆନନ୍ଦିତ ଲଭି ତାଙ୍କ ଦରଶନ ଅତି ଯତନରେ ସେବାରେ ଲାଗିଲେ ପୁଲକିତ ତନୁ ମନ ସାଧକ ଭକତ ହେଲେ ଆନନ୍ଦିତ ଲଭି ତାଙ୍କ ଦରଶନ ଅତି ଯତନରେ ସେବାରେ ଲାଗିଲେ ପୁଲକିତ ...
ମା ଗୋ ମା ମା ଗୋ ମା
ବିଜୟା ଦଶମୀ ବିଜୟା ଦଶମୀ
ମାତୃକୃପା ବଳେ ଏ ଦୁଃଖ ସଂସାରେ ସାଧକ ନିର୍ଲିପ୍ତ ରହି ସକଳ ସୁଖକୁ ଭୋଗ କରି ସାରି ମୋକ୍ଷ ପ୍ରାପ ମାତୃକୃପା ବଳେ ଏ ଦୁଃଖ ସଂସାରେ ସାଧକ ନିର୍ଲିପ୍ତ ରହି ସକଳ ସୁଖକୁ ଭୋଗ କରି ସାରି ...
ନାରୀ ଜପ ତପ ସାଧନାର ମାର୍ଗେ ପାଇଥାଏ ମହାଶକ୍ତି। ଧର୍ଯ୍ୟ ଶକ୍ତି ବଳ ନାରୀ ଜପ ତପ ସାଧନାର ମାର୍ଗେ ପାଇଥାଏ ମହାଶକ୍ତି। ଧର୍ଯ୍ୟ ଶକ୍ତି ବଳ
ଅଜ୍ଞାନ କାଳିମା ହୃଦୟର ସୀମା ଲଙ୍ଘି ବାହାରକୁ ଆସଇ ଯଦି ଜ୍ଞାନର ଆଲୋକ କିପରି ଜଳିବ କୁହ ଯେ ଲଭିଛ ଜ୍ଞାନରେ ସ... ଅଜ୍ଞାନ କାଳିମା ହୃଦୟର ସୀମା ଲଙ୍ଘି ବାହାରକୁ ଆସଇ ଯଦି ଜ୍ଞାନର ଆଲୋକ କିପରି ଜଳିବ କ...
ଈର୍ଷା ଈର୍ଷା
ସ୍ଵାଗତ ନବ ସକାଳର ସ୍ଵାଗତ ନବ ସକାଳର
ପୁତ୍ରର ବିଳାପ ପୁତ୍ରର ବିଳାପ
ତାକୁ ଖାଇ ସର୍ବେ ହୁଅନ୍ତି ଖୁସି କାର୍ତ୍ତିକ ପୂର୍ଣ୍ଣିମା ପାଳନ୍ତି ହସି।। ତାକୁ ଖାଇ ସର୍ବେ ହୁଅନ୍ତି ଖୁସି କାର୍ତ୍ତିକ ପୂର୍ଣ୍ଣିମା ପାଳନ୍ତି ହସି।।
ମହାଶୂନ୍ୟେ ସତେ ଯିବକି ମିଳେଇ ମୂଲଚାଲ ପରା କିଛି ସରିନାହିଁ ! ମହାଶୂନ୍ୟେ ସତେ ଯିବକି ମିଳେଇ ମୂଲଚାଲ ପରା କିଛି ସରିନାହିଁ !
ଭକତି କୁସୁମାଂଜଳି ଭକତି କୁସୁମାଂଜଳି
ଅଧୁରା ସପନ ଅଧୁରା ସପନ
ସ୍ୱାଭିମାନ ସ୍ୱାଭିମାନ
ଟିକିଏ ଆଲୁଅ ଦେଖିବ ଆଶାରେ କେଵେ ଅନ୍ଧାର ରେ ଜଲିଛ ତମେ ଟିକିଏ ଆଲୁଅ ଦେଖିବ ଆଶାରେ କେଵେ ଅନ୍ଧାର ରେ ଜଲିଛ ତମେ