Trilochan Karjee
Abstract
ଶୀତ ଗୋଟେ ସଞ୍ଜ ପରର ମିତ
ଶୀତ ଗୋଟେ ସାରା ରାତିର ଗୀତ।
ଶୀତ ଗୋଟେ ମାଘ ମାସର ଋତୁ
ଶୀତ ଗୋଟେ ପିଲାଙ୍କ ପାଇଁ କୁତୁକୁତୁ।
ଶୀତ ଗୋଟେ ପିଲାଠୁ ବୁଢାଙ୍କ ଦଶା
ଶୀତ ଗୋଟେ ସଭିଙ୍କର ନୂଆ ଆଶା।
ଶୀତ ଅନୁଭୂତି
ମଣିଷଟେ
ଅପହଞ୍ଚ
ତୁ ଆଉ ମୁଁ
ଏଠି ଚର୍ଚ୍ଚା ହ...
ଘୃଣା
ଏ ଯୁଗଟା ବଦଳି ...
ହେ କଲମ
କ୍ରିକେଟ ଓ ମୁଁ
ମନ ଚେତନା ଓ ଶରୀର ପାଇଁକି ଉତ୍କୃଷ୍ଟ ଶିକ୍ଷାର ମନ୍ଦିର ଥିଲା ଜୀବନର ଲକ୍ଷ୍ୟ ସାଧନ କ୍ଷେତ୍ରରେ ପଥ ପ୍ରଦର୍ଶନ... ମନ ଚେତନା ଓ ଶରୀର ପାଇଁକି ଉତ୍କୃଷ୍ଟ ଶିକ୍ଷାର ମନ୍ଦିର ଥିଲା ଜୀବନର ଲକ୍ଷ୍ୟ ସାଧନ କ୍ଷେ...
ଆଗକୁ ଆଗକୁ ଚାଲିଛି ଏ ଜୀବନ ନୌକାରେ ମାନବ ହୋଇଛି, କିନ୍ତୁ ଚାଲେ ବିପରୀତ ଦିଶାରେ |୭| ତୁଟି ଯିବ ମୋହ କାୟା... ଆଗକୁ ଆଗକୁ ଚାଲିଛି ଏ ଜୀବନ ନୌକାରେ ମାନବ ହୋଇଛି, କିନ୍ତୁ ଚାଲେ ବିପରୀତ ଦିଶାରେ |୭| ...
ଚାକିରୀ ଚାକିରୀ
କିଏ ଜଣେ କହି ଦେଇଗଲା ତୁମେ ପରା ସବୁ ହୃଦୟରେ ମୁଁ ନିରେଖି ଦେଖିଲି ମୋ ମନ ଭିତରକୁ ବହୁ ବେଳ ଯାଏଁ ସେ କିଏ ଜଣେ କହି ଦେଇଗଲା ତୁମେ ପରା ସବୁ ହୃଦୟରେ ମୁଁ ନିରେଖି ଦେଖିଲି ମୋ ମନ ଭିତରକୁ ବହୁ ବେଳ...
ଅବିସ୍ମରଣୀୟ ' ମୋ ଗାଁ ' ଅବିସ୍ମରଣୀୟ ' ମୋ ଗାଁ '
କାତ୍ୟାୟନୀ କାତ୍ୟାୟନୀ
ସାଧକ ଭକତ ହେଲେ ଆନନ୍ଦିତ ଲଭି ତାଙ୍କ ଦରଶନ ଅତି ଯତନରେ ସେବାରେ ଲାଗିଲେ ପୁଲକିତ ତନୁ ମନ ସାଧକ ଭକତ ହେଲେ ଆନନ୍ଦିତ ଲଭି ତାଙ୍କ ଦରଶନ ଅତି ଯତନରେ ସେବାରେ ଲାଗିଲେ ପୁଲକିତ ...
ମା ଗୋ ମା ମା ଗୋ ମା
ବିଜୟା ଦଶମୀ ବିଜୟା ଦଶମୀ
ମାତୃକୃପା ବଳେ ଏ ଦୁଃଖ ସଂସାରେ ସାଧକ ନିର୍ଲିପ୍ତ ରହି ସକଳ ସୁଖକୁ ଭୋଗ କରି ସାରି ମୋକ୍ଷ ପ୍ରାପ ମାତୃକୃପା ବଳେ ଏ ଦୁଃଖ ସଂସାରେ ସାଧକ ନିର୍ଲିପ୍ତ ରହି ସକଳ ସୁଖକୁ ଭୋଗ କରି ସାରି ...
ନାରୀ ଜପ ତପ ସାଧନାର ମାର୍ଗେ ପାଇଥାଏ ମହାଶକ୍ତି। ଧର୍ଯ୍ୟ ଶକ୍ତି ବଳ ନାରୀ ଜପ ତପ ସାଧନାର ମାର୍ଗେ ପାଇଥାଏ ମହାଶକ୍ତି। ଧର୍ଯ୍ୟ ଶକ୍ତି ବଳ
ଅଜ୍ଞାନ କାଳିମା ହୃଦୟର ସୀମା ଲଙ୍ଘି ବାହାରକୁ ଆସଇ ଯଦି ଜ୍ଞାନର ଆଲୋକ କିପରି ଜଳିବ କୁହ ଯେ ଲଭିଛ ଜ୍ଞାନରେ ସ... ଅଜ୍ଞାନ କାଳିମା ହୃଦୟର ସୀମା ଲଙ୍ଘି ବାହାରକୁ ଆସଇ ଯଦି ଜ୍ଞାନର ଆଲୋକ କିପରି ଜଳିବ କ...
ହଳଦିଆ ରଙ୍ଗେ ଖେଳିବା ହୋଲି ହଳଦିଆ ରଙ୍ଗେ ଖେଳିବା ହୋଲି
ମନେ ପଡେ କର୍ମପଥେ ମନେ ପଡେ କର୍ମପଥେ
ଲୀଳାମୟ କାହ୍ନା ଲୀଳାମୟ କାହ୍ନା
ସ୍ଵାଗତ ନବ ସକାଳର ସ୍ଵାଗତ ନବ ସକାଳର
ହଟିଯାଉ ସବୁ ସଂସାରୁ କଳୁଷ ଅଜ୍ଞାନତା ପାଉ ଲୋପ ।। ହଟିଯାଉ ସବୁ ସଂସାରୁ କଳୁଷ ଅଜ୍ଞାନତା ପାଉ ଲୋପ ।।
ଅଧୁରା ସପନ ଅଧୁରା ସପନ
ସ୍ୱାଭିମାନ ସ୍ୱାଭିମାନ
ଟିକିଏ ଆଲୁଅ ଦେଖିବ ଆଶାରେ କେଵେ ଅନ୍ଧାର ରେ ଜଲିଛ ତମେ ଟିକିଏ ଆଲୁଅ ଦେଖିବ ଆଶାରେ କେଵେ ଅନ୍ଧାର ରେ ଜଲିଛ ତମେ