Binay Chol
Abstract Drama Classics
ଛୋଟ ଛୋଟ ବିନ୍ଧୁ ମିଶି
ସୃଷ୍ଟି କରେ ସରୂ ରେଖାଟିଏ
ମୋ ମନର ଧଳା କାଗଜ ଉପରେ
ସେ ରେଖାକୁ ସ୍ଥିର ରଖି
କେହି ଜଣେ ଟାଣିଦିଏ ଆଉ ଏକ ରେଖା
ଗଢ଼ିବାକୁ ଛୋଟ କୋଣଟିଏ
ସେ ଛୋଟ କୋଣଟି ଆମ ସଂପର୍କର କୋଣ
ସେ ଦୁଇଟି ରେଖା ଆମେ ଦୁଇ ଜଣ ।
ଦେଶ ବନ୍ଦନା
ମହାମିଳନ
ସଂପର୍କ
ଅପେକ୍ଷା
ଅଭାଗିନୀ ଅଭାଗିନୀ
କିତ୍ କିତ୍ କିତ୍ କିତ୍
ପାର୍ବଣ ଶେଷରେ ପାର୍ବଣ ଶେଷରେ
କିଏ ଜଣେ କହି ଦେଇଗଲା ତୁମେ ପରା ସବୁ ହୃଦୟରେ ମୁଁ ନିରେଖି ଦେଖିଲି ମୋ ମନ ଭିତରକୁ ବହୁ ବେଳ ଯାଏଁ ସେ କିଏ ଜଣେ କହି ଦେଇଗଲା ତୁମେ ପରା ସବୁ ହୃଦୟରେ ମୁଁ ନିରେଖି ଦେଖିଲି ମୋ ମନ ଭିତରକୁ ବହୁ ବେଳ...
ସ୍କନ୍ଦମାତା ସ୍କନ୍ଦମାତା
ସାଧକ ଭକତ ହେଲେ ଆନନ୍ଦିତ ଲଭି ତାଙ୍କ ଦରଶନ ଅତି ଯତନରେ ସେବାରେ ଲାଗିଲେ ପୁଲକିତ ତନୁ ମନ ସାଧକ ଭକତ ହେଲେ ଆନନ୍ଦିତ ଲଭି ତାଙ୍କ ଦରଶନ ଅତି ଯତନରେ ସେବାରେ ଲାଗିଲେ ପୁଲକିତ ...
ମା ଗୋ ମା ମା ଗୋ ମା
ବିଜୟା ଦଶମୀ ବିଜୟା ଦଶମୀ
ସଙ୍କଟ ମୋଚନୀ ମହିଶା ମର୍ଦ୍ଧିନି ପାପ ସଂହ।ରିନୀ ତୁଲୋ ଅନିଷ୍ଟ ନଶିନି ଦୁଷ୍ଟ ବିନଶିନି ଆସିଛି ଶରଦ କ ସଙ୍କଟ ମୋଚନୀ ମହିଶା ମର୍ଦ୍ଧିନି ପାପ ସଂହ।ରିନୀ ତୁଲୋ ଅନିଷ୍ଟ ନଶିନି ଦୁଷ୍ଟ ବିନଶିନି ...
ପବିତ୍ର ଭାରତ କୃଷ୍ଣ ରାମ ଭୂମି ଅଟେ ପରା ଏହୁ ସର୍ବୋତ୍ତମ ଭୂମି। ପବିତ୍ର ଭାରତ କୃଷ୍ଣ ରାମ ଭୂମି ଅଟେ ପରା ଏହୁ ସର୍ବୋତ୍ତମ ଭୂମି।
ଶିବଙ୍କ ବାରଣ ନମାନି ପିତାଙ୍କ ଯଜ୍ଞଶାଳାରେ ମିଳିଲେ ଅପମାନ ପାଇ ପିତାଙ୍କ ପାଖରୁ ଶିବଙ୍କ ବାରଣ ନମାନି ପିତାଙ୍କ ଯଜ୍ଞଶାଳାରେ ମିଳିଲେ ଅପମାନ ପାଇ ପିତାଙ୍କ ପାଖରୁ
ନାରୀ ଜପ ତପ ସାଧନାର ମାର୍ଗେ ପାଇଥାଏ ମହାଶକ୍ତି। ଧର୍ଯ୍ୟ ଶକ୍ତି ବଳ ନାରୀ ଜପ ତପ ସାଧନାର ମାର୍ଗେ ପାଇଥାଏ ମହାଶକ୍ତି। ଧର୍ଯ୍ୟ ଶକ୍ତି ବଳ
ଈର୍ଷା ଈର୍ଷା
ମନେ ପଡେ କର୍ମପଥେ ମନେ ପଡେ କର୍ମପଥେ
ସୁଝିଦେବି ସମ୍ପି ମୋର ତନୁ ମନ ପ୍ରାଣ ଶେଷରେ ମୋ ଜୁଇ ଶେଯ ପରେ ।। ସୁଝିଦେବି ସମ୍ପି ମୋର ତନୁ ମନ ପ୍ରାଣ ଶେଷରେ ମୋ ଜୁଇ ଶେଯ ପରେ ।।
ଆତ୍ମ ସୁଖ ଛାଡ଼ି ହାସ୍ୟ ବିତରିଲେ ଶୁଦ୍ଧ ପ୍ରେମ ଯାଏ ଝରି । ଆତ୍ମ ସୁଖ ଛାଡ଼ି ହାସ୍ୟ ବିତରିଲେ ଶୁଦ୍ଧ ପ୍ରେମ ଯାଏ ଝରି ।
କିଏ ଜାଣେ କେଉଁ ନୂଆ ରୂପ ନେଇ ଆସି ଖେଳିବ ସେ କୁଳେ।। କିଏ ଜାଣେ କେଉଁ ନୂଆ ରୂପ ନେଇ ଆସି ଖେଳିବ ସେ କୁଳେ।।
ତାକୁ ଖାଇ ସର୍ବେ ହୁଅନ୍ତି ଖୁସି କାର୍ତ୍ତିକ ପୂର୍ଣ୍ଣିମା ପାଳନ୍ତି ହସି।। ତାକୁ ଖାଇ ସର୍ବେ ହୁଅନ୍ତି ଖୁସି କାର୍ତ୍ତିକ ପୂର୍ଣ୍ଣିମା ପାଳନ୍ତି ହସି।।
ମହାଶୂନ୍ୟେ ସତେ ଯିବକି ମିଳେଇ ମୂଲଚାଲ ପରା କିଛି ସରିନାହିଁ ! ମହାଶୂନ୍ୟେ ସତେ ଯିବକି ମିଳେଇ ମୂଲଚାଲ ପରା କିଛି ସରିନାହିଁ !
ଭକତି କୁସୁମାଂଜଳି ଭକତି କୁସୁମାଂଜଳି