STORYMIRROR

"ଶତଂ ବିହାୟ...

"ଶତଂ ବିହାୟ ଭୋକ୍ତବ୍ୟଂ ସହସ୍ରଂ ସ୍ନାନଂ ଆଚରତ୍, ଲକ୍ଷଂ ବିହାୟ ଦାତବ୍ୟଂ କୋଟିଂ ତ୍ୟକ୍ତ୍ୱା ହରିଂ ଭଜେତ୍"! ଅର୍ଥ : ଶହେ କାମ ଛାଡି ଭୋଜନ କର, ହଜାରେ କାମ ଛାଡି ସ୍ନାନ କର, ଲକ୍ଷେ କାମ ଛାଡି ଦାନ କର ଏବଂ. କୋଟିଏ କାମ ଛାଡି ଭଗବତ୍ ଚିନ୍ତନ କର!

By Ramakant Rout
 163


More oriya quote from Ramakant Rout
0 Likes   0 Comments
0 Likes   0 Comments
0 Likes   0 Comments
0 Likes   0 Comments
0 Likes   0 Comments

Similar oriya quote from Abstract